ଗଜପତିରେ ପୁଣି ଆଜି ୧୬ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲାରେ ପୁଣି କରୋନା ସଂକ୍ରମଣ ବଢିବାରେ ଲାଗିଛି । ଆଜି ଗୋଟିଏ ଦିନରେ ୧୬ଜଣ ପୋଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Read more

Advertisement

ଏବେ ଏବେ