ଗଜପତିରେ ପୁଣି ୧୫.୮୧ କୋଟିର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଗଲା

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାରେ ପୁଣି ଗତକାଲି ବେଆଇନ ଭାବେ ଚାଷ କରାଯାଇଥିବା ୧୫.୮୧ କୋଟିି ଟଙ୍କାର ଚୋରା ଗଞ୍ଜେଇ ଗଛକୁ ପୋଡି ଦିଆଯାଇଛି ।

Read more

Advertisement

ଏବେ ଏବେ