ଗଜପତିରେ ବିଜେଡିର ବିଶାଳ ମହିଳା ସମାବେଶ

ପାରଳାଖେମୁଣ୍ଡି (ତାରିଣୀ ପ୍ରସାଦ ପଣ୍ଡା) :ଜିଲ୍ଲା ବିଜୁ ଜନତା ଦଳ ତରଫରୁ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ବିଶାଳ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ