ଗଜପତିରେ ମରୁଡି ଅଞ୍ଚଳର ଚାଷୀଙ୍କ ସହ ଆଲୋଚନା କଲେ ରାଜ୍ୟ ଭାଜପା ପ୍ରତିନିଧି ଦଳ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ରାଜ୍ୟର ବିଭିନ୍ନ ମରୁଡି ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କରିବା ପାଇଁ ଭାଜପାର ଏକ ପ୍ରତିନିଧି ଦଳ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କ ନେତୃତ୍ୱରେ

Read more

Advertisement

ଏବେ ଏବେ