ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୦୮ ଆମ୍ବୁଲାନ୍ସ ମରୁଡି : ଦୁର୍ଘଟଣାଗ୍ରସ୍ତଙ୍କୁ ଉଦ୍ଧାର କରି ଚିକିତ୍ସାଳୟରେ ଭର୍ତ୍ତି କଲା ପୋଲିସ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଆମ୍ବୁଲାନ୍ସର ଘୋର ଅଭାବ ପରିଲିକ୍ଷିତ ହୋଇଛି ।
Read more