ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଭଜନ ସନ୍ଧ୍ୟା ଓ ପ୍ରସାଦ ସେବନ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମରେ ଅନୁଷ୍ଠିତ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଅକ୍ଟୋବର ୧୧ ତାରିଖ ଦିନ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା।

Read more

Advertisement

ଏବେ ଏବେ