ଗଞ୍ଜାମ ଜିଲ୍ଲାରେ ୧୦ ଟି ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ଓ୍‌ୱାଇଏନ୍‌ଏସ୍‌): ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏ ସ୍ମାର୍ଟ ସ୍କୁଲରେ ଭର୍ଚୁଆଲ୍ ମୋଡରେ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Read more

Advertisement

ଏବେ ଏବେ