ଗଞ୍ଜେଇ ଚାଷୀଙ୍କୁ ଗଞ୍ଜେଇ ଚାଷରୁ ନିବୃତ୍ତ କରି ଅନ୍ୟ ଲାଭଜନକ ଚାଷରେ ସଂପୃକ୍ତ କରାଯାଉ – ଜିଲ୍ଲାପାଳ

ଛତ୍ରପୁର (ଦେବଦତ୍ତ ମହାରଣା): ଗଞ୍ଜାମ ଜିଲ୍ଲାରେ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ରୂପେ ନିଷିଦ୍ଧ କରିବା ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଜୁମ୍ ଆଭାସୀରେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ