ଗଡଚଣ୍ଡି ବିଦ୍ୟାଳୟରେ ‘ବୃକ୍ଷ ହିଁ ଜୀବନ’ କାର୍ଯ୍ୟକ୍ରମ

ବନ୍ତ, (ଚାନ୍ଦିନୀ ମହାନ୍ତି):ବିଦ୍ୟାଳୟ ସ୍ତରୀୟ ସ୍ୱଚ୍ଛତା ପକ୍ଷ ପାଳନ ଅବସରରେ ବନ୍ତ ବ୍ଲକ ଗଡଚଣ୍ଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ