ଗଣତନ୍ତ୍ରର ମନ୍ଦିରରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଯୁବମୋର୍ଚ୍ଚା ପକ୍ଷରୁ କୁଶପୁତ୍ତଳିକା ଦାହ ଏବଂ ବିକ୍ଷୋଭ ପ୍ରଦର୍ଶନ
ବ୍ରହ୍ମପୁର, (ଯୁଗାବ୍ଦ ନ୍ୟୁଜ):ଗଣତନ୍ତ୍ରର ମନ୍ଦିରରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଗଞ୍ଜାମ ଜିଲ୍ଲା ଯୁବମୋର୍ଚ୍ଚା ପକ୍ଷରୁ ଜିଲ୍ଲା ସଭାପତି ଶିବ ଶଙ୍କର ନାୟକଙ୍କ ନେତୃତ୍ବରେ
Read more


