ଗରଦପୁର ବ୍ଲକରେ ମହାଦୁର୍ନୀତି ଅଭିଯୋଗ ମଧ୍ୟବିତ୍ତ ପରିବାର ମହାସଙ୍ଘ ପକ୍ଷରୁ ଦାବିପତ୍ର
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାର ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକ ଏବେ ଦୁର୍ନୀତିର ଗନ୍ତାଘର ସାଜିଥିବା ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଙ୍ଘ ଅଭିଯୋଗ କରିଛି
Read more