ଗରାପୁର ପ୍ରାଥମିକ ସ୍କୁଲରେ ମୋ ସ୍କୁଲ ଅଭିଯାନ ବୈଠକ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଂଚାୟତର ଗରାପୁର ପ୍ରାଥମିକ ବିଦ୍ୟାଳୟରେ “ମୋ ସ୍କୁଲ ଅଭିଯାନ”ସମ୍ପର୍କୀତ ପୁରାତନ ଛାତ୍ରମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ