ଗରାପୁର ଭି. ଆଇ.ପି. ରେଡରେ ସମାଜସେବୀଙ୍କ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାର ସମାଜସେବୀମାନଙ୍କ ପକ୍ଷରୁ ରବିବାର କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଭି.ଆଇ.ପି. ରୋଡରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କପାଳେଶ୍ୱର
Read more


