ଗରିବ ପିଲାଙ୍କ ପାଇଁ ଝୁମ୍ପୁଡି ବସ୍ତିରେ ସ୍କୁଲ ଖୋଲିରେ ୧୨ ବର୍ଷର ଛାତ୍ର

ଆର୍ଜେଣ୍ଟିନାର ସାନ୍ଜୁଆନ୍ ସ୍ଥିତ ୧୨ ବର୍ଷୀୟ ଲିଓନାର୍ଡୋ ନିକାନୋର୍ ନିଜେ ପଢ଼ିବା ସହ ଗରିବ, ଅସହାୟ, ନିରାଶ୍ରୟ ପିଲାଙ୍କୁ ପଢ଼ାଇବାର ଏକ ଗୁରୁଦାୟିତ୍ୱ ବହନ କରିଛନ୍ତି ।

Read more

Advertisement

ଏବେ ଏବେ