ଗହ୍ମାପୂର୍ଣ୍ଣିମାରେ ସ୍ୱସ୍ତିକ ପୋଭର୍ଟି ଫାଉଣ୍ଡେସନ ପକ୍ଷରୁ ଗୋ-ମାତା ପୂଜନ

ବାଲେଶ୍ୱର, (ସରୋଜ ପଣ୍ଡା):ପବିତ୍ର ଗହ୍ମାପୂର୍ଣ୍ଣିମା ଅବସରରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଏସଆରାବି ସ୍ୱସ୍ତିକ ପୋଭର୍ଟି ଫାଉଣ୍ଡେସନ ପକ୍ଷରୁ ଗୋ-ମାତା ପୂଜନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ