ଗାଡିଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଠାରେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବାର ଜଣାପଡିଛି ।

Read more

Advertisement

ଏବେ ଏବେ