ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ

ହିଞ୍ଜିଳିକାଟୁ, (ଓ୍ବାଇଏନଏସ): ୫୯ ନମ୍ବର ଜାତୀୟ ରାଜପଥ ହିଞ୍ଜିଳି ଥାନା ପୋଚିଲିମା ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି ।

Read more

Advertisement

ଏବେ ଏବେ