ଗିନିଜ୍ ବୁକ୍ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଥିବା ସ୍ଲେଟିଂ ଏକାଡେମୀର କ୍ରୀଡ଼ାବିତ୍ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
ଭୁବନେଶ୍ୱର : ବିଶ୍ୱ ପ୍ରସିଦ୍ଧ ଗିନିଜ ବୁକ୍ ଅଫ ୱାର୍ଲ୍ଡ ରେକର୍ଡସରେ ସ୍ଥାନ ପାଇଥିବା ବ୍ରହ୍ମପୁର ସ୍କେଟିଂ ଏକାଡେମୀର ୧୯ ଜଣ କ୍ରୀଡ଼ାବିତମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read more


