ବୁଗୁଡା ବ୍ଲକ ସ୍ତରୀୟ ଉନ୍ନୟନ ସମୀକ୍ଷା ବୈଠକ

ବୁଗୁଡା,( ଅନିଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ସ୍ତରୀୟ ଉନ୍ନୟନ ସମୀକ୍ଷା ବୈଠକ ବୁଧବାର ଦିନ ବିଡ଼ିଓ ତନ୍ମୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।

Read more

Advertisement

ଏବେ ଏବେ