ଗୁମ୍ମାରେ ପଞ୍ଚାୟତ ସମିତି ବୈଠକ ଉନ୍ନୟନ ମୂଳକ କାର୍ଯ୍ୟ ଓ ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ଗୁମ୍ମା ପଞ୍ଚାୟତ ସମିତି ସଦଭାବନା ସଭାଗୃହରେ ବ୍ଲକ ଅଧ୍ୟକ୍ଷା ସୁନେମି ମଣ୍ଡଳଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଛି।

Read more

Advertisement

ଏବେ ଏବେ