ଗୁରୁଦିବସରେ ପଦାର୍ଥ ବିଜ୍ଞାନୀ ଡଃ. ଜ୍ଞାନଦେବଙ୍କ ଉଦ୍ବୋଧନ

କେନ୍ଦ୍ରାପଡା,(ଯୁଗାବ୍ଦ ନୁ୍ୟଜ୍): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ପଂଚାୟତର ସିଦ୍ଧ ମରିଚାଣୀ ବିଦ୍ୟାପୀଠରେ ପ୍ରଧାନ ଶିକ୍ଷକ ଅମୁଲ୍ୟ କୁମାର ନାୟକଙ୍କ ସଭାପତିତ୍ୱରେ ଗୁରୁଦିବସ ପାଳିତ ହୋଇଯାଇଛି ।

Read more

Advertisement

ଏବେ ଏବେ