ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଆଜି ଗ୍ରୀଷ୍ମପ୍ରବାହ ମୁକାବିଲା ନିମନ୍ତେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ
Read more




