ଚମାଖଣ୍ଡି ହାଇସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ହାଇସ୍କୁଲ ଠାରେ ଆଜି ବିଶ୍ୱ ପରିବେଶ ଦିବସ ଅବସରରେ ହାଇସ୍କୁଲ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Read more

Advertisement

ଏବେ ଏବେ