ଚଳଚ୍ଚିତ୍ର ପୂର୍ବତନ ଇସ୍ରୋ ବୈଜ୍ଞାନିକ ତଥା ପଦ୍ମଭୂଷଣ ଶ୍ରୀ ନାମ୍ବି ନାରାୟଣଙ୍କ ଜୀବନୀ ଉପରେ ଆଧାରିତ
ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀର ଶିରିଫୋର୍ଟ ପ୍ରେକ୍ଷାଳୟରେ ରକେଟ୍ରି: ଦି ନାମ୍ବି ଇଫେକ୍ଟ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ ହୋଇଛି ।
Read more