ଚଳିତ ମାସ ୨୦ରୁ ସିବିଡିଟି ପକ୍ଷରୁ ସ୍ୱେଚ୍ଛାକୃତ ଆୟକର ପ୍ରଦାନ ସଂକ୍ରାନ୍ତ ଇ-ଅଭିଯାନ ଆରମ୍ଭ ହେବ

ନୂଆଦିଲ୍ଲୀ : ସ୍ୱେଚ୍ଛାକୃତଭାବେ ଆୟକର ପ୍ରଦାନ ପାଇଁ ଲୋକଙ୍କୁ ସଚେତନ କରିବା ନିମନ୍ତେ ଆୟକର ବିଭାଗ ପକ୍ଷରୁ ଚଳିତମାସ ୨୦ ତାରିଖ ସୋମବାରଠାରୁ ଇ-ଅଭିଯାନ ଆରମ୍ଭ ହେବ

Read more

Advertisement

ଏବେ ଏବେ