ଚାଷୀ ବିକାଶର ସାରଥୀ ହେଉ- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର- ‘କୃଷି ଓଡ଼ିଶା-୨୦୨୦’ ସୋମବାରଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି। ଏହାକୁ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ସବୁବେଳେ ଚାଷୀଙ୍କ ସହ ଅଛନ୍ତି।

Read more

Advertisement

ଏବେ ଏବେ