ଚାଷୀ ମାନଙ୍କ ସମସ୍ୟା ନେଇ ତହସିଲଦାରଙ୍କୁ ଭେଟିଲେ ନବ ନିର୍ମାଣ କୃଷକ ସଂଗଠନର ସଦସ୍ୟ

ବନ୍ତ,(ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକର ଚାଷୀ ମାନଙ୍କର ବିଭିନ୍ନ ସମସ୍ୟା ନେଇ ନବ ନିର୍ମାଣ କୃଷକ ସଂଗଠନର ସଦସ୍ୟ ମାନେ ତହସିଲଦାରଙ୍କୁ ଭେଟିଥିବା ଜଣାଯାଇଛି ।

Read more

Advertisement

ଏବେ ଏବେ