ଚିତ୍ରକୋଣ୍ଡା ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଅଘଟଣ 

ଚିତ୍ରକୋଣ୍ଡା, (ବିମଳ କିଶୋରେ ମିଶ୍ର):ମାଲକାନାଗିରି ଜିଲ୍ଲାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଡଙ୍ଗା ବୁଡିଯିବାରୁ ଜଣେ ନିଖୋଜ ହୋଇଯାଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି।

Read more

Advertisement

ଏବେ ଏବେ