ଛତ୍ରପୁର ବିଧାୟକଙ୍କ ନାମରେ ଫେକ ଆକାଉଣ୍ଟ କରି ଜନସାଧାରଣଙ୍କୁ ବିଭ୍ରାନ୍ତ କରୁଥିବା ଅଭିଯୋଗ
ଛତ୍ରପୁର, (ଦେବଦତ୍ତ ମହାରଣା):ଗଞ୍ଜାମ ଜ଼ିଲ୍ଲା ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ କୌଣସି ଅସାଧୁ ବ୍ୟକ୍ତି ହଇଜାକ କରିଥିବା ଅଭିଯୋଗ ହୋଇଛି। ବିଧାୟକଙ୍କ ଫଟୋ
Read more