ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ

ଭଣ୍ଡାରୀପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ଥାଇଳା ବିଦ୍ୟାଳୟ ଠାରେ ୨୦୧୨-୧୩ ମସିହା ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ