ଛାତ୍ରୀ ଆତ୍ମ ରକ୍ଷା ପ୍ରଶିକ୍ଷଣ ଉଦଯାପିତ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠ ଦିନ ବ୍ୟାପି ଚାଲିଥିବା ଛାତ୍ରୀ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି

Read more

Advertisement

ଏବେ ଏବେ