ଜଙ୍ଗଲ ଭିତରେ ଚାଲାଣ ପାଇଁ ପ୍ରସ୍ତୁତି ବେଳେ ଗଞେଇ ଜବତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ ଘଂଚ ଜଙ୍ଗଲ ଭିତରେ ଚଢ଼ାଉ କରି ୧୨୭ କିଲୋ ଗଞେଇ ଜବତ କରିବାରେ ସଫଳ ହୋଇଛି।

Read more

Advertisement

ଏବେ ଏବେ