ଜନଗଣନା ସ୍ଥଗିତ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନଗଣନା ପ୍ରକ୍ରିୟା ସ୍ଥଗିତ ରଖିବାକୁ ନିବେଦନ କରି ଚିଠି ଲେଖିଛନ୍ତି ନବୀନ।

Read more

Advertisement

ଏବେ ଏବେ