ଜନଜାତି ଅଞ୍ଚଳରେ ନାଗରିକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ମୋଦି ସରକାର କଟିବଦ୍ଧ
ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡ଼ିଶାରେ ମେଡ଼ିକାଲ କଲେଜ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଥିବା ବେଳେ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ପ୍ରାଧାନ୍ୟ ଦିଆଯାଉଛି
Read more


