ଜନ ପ୍ରତିନିଧିଙ୍କୁ ବିଡିଓଙ୍କ ଅଣଦେଖା ଅଭିଯୋଗ : ବିଧାୟକଙ୍କ ନେତୃତ୍ବରେ ବିଡିଓଙ୍କୁ ମିଳିମିଶି ଘେରିଲେ
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ କାର୍ଯ୍ୟାଳୟରେ ବିଡିଓ ଅଧ୍ୟକ୍ଷାଙ୍କୁ ଅଣଦେଖା କରୁଥିବା ଅଭିଯୋଗରେ ବିଡ଼ିଓଙ୍କୁ ଘେରିଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜିଲ୍ଲା
Read more


