ମଙ୍ଗରାଜପୁର ଗ୍ରାମରେ ଅଗ୍ନିକାଣ୍ଡ, ଜଳିଗଲା ଦୁଇ ବଖରା ଚାଳଘର

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ଷଡଙ୍ଗ ପଞ୍ଚାୟତର ମଙ୍ଗରାଜପୁର ଗ୍ରାମରେ ଆଜି ଦିନ ଗୋଟାଏ ବେଳେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ଦୁଇ ବଖରା ଘର ଜଳିଯାଇଛି

Read more

Advertisement

ଏବେ ଏବେ