ଜଳ ସଂରକ୍ଷଣ ଏବଂ ପ୍ରଦୂଷଣ ମୁକ୍ତ ପରିବେଶ ସମ୍ପର୍କିତ ପ୍ରକଳ୍ପ ନିର୍ମାଣ ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରାଯିବା ଉଚିତ୍: ବିଧାୟକ
ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ): ବେଲଗୁଣ୍ଠା ବ୍ଳକ୍ ନେଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠରେ ଚଳିତ ବର୍ଷର ବ୍ଳକ୍ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି I ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା
Read more