ଜାତୀୟ ପଞ୍ଚାୟତରାଜ ଦିବସ ଅବସରରେ : ଚମାଖଣ୍ଡି ପଂଚାୟତ କାର୍ଯ୍ୟାଳୟ ଠାରେ ସ୍ୱତନ୍ତ୍ର ଗ୍ରାମସଭା 

ଛତ୍ରପୁର, (ଦେବଦତ୍ତ ମହାରଣା) :-ଜାତୀୟ ପଂଚାୟତରାଜ ଦିବସ ପାଳନ ଅବସରରେ ସ୍ଥାନୀୟ ବ୍ଲକର ଚମାଖଣ୍ଡି ପଂଚାୟତ କାର୍ଯ୍ୟାଳୟ ଠାରେ ଏକ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ