ଜାତୀୟ ବିଜ୍ଞାନ ଦିବସ ପାଳିତ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜାତୀୟ ବିଜ୍ଞାନ ଦିବସ ମହାସମାରୋହରେ ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଅଛି ।

Read more

Advertisement

ଏବେ ଏବେ