ଜାତୀୟ ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲା ସ୍ତରୀୟ ବୈଷୟିକ ଟାକ୍ସଫୋର୍ସ ବୈଠକ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାକୁ ଡ଼େଙ୍ଗୁ ଓ ମାଲେରିଆ ରୋଗ ମୁକ୍ତ କରିବା ଆମର ଲକ୍ଷ୍ୟ ବୋଲି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା
Read more


