ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉପରେ ପୋଲିସ୍ର ଆକ୍ରମଣ ବିରୋଧରେ ଗଣପ୍ରତିବାଦ
ଭୁବନେଶ୍ୱର : ‘ଆମେ ଭାରତବାସୀ’-ଓଡ଼ିଶା ତରଫରୁ ଜମିଆ ମିଲିଆ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଉପରେ ଦିଲ୍ଲୀ ପୋଲିିସ୍ର ବର୍ବର ଆକ୍ରମଣ ବିରୋଧରେ ପ୍ରତିବାଦ ବିକ୍ଷୋଭ ସଂଗଠିତ କରାଯାଇଛି ।
Read more


