ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ

ବାଲେଶ୍ୱର, (ସରୋଜ ପଣ୍ଡା) :-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଭାରତୀୟ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବାସାହେବ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି

Read more

Advertisement

ଏବେ ଏବେ