ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟ ଜରୂରୀ ବିଭାଗରେ କରୋନା ପଜିଟିଭ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ଗରାପୁରସ୍ଥିତ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସନ୍ନିକଟ ଜିଲ୍ଲା ଜରୁରୀ ବିଭାଗରେ ଜନୈକ କର୍ମଚାରୀ କରୋନା ପଜିଟିଭ ବାହାରିବା ପରେ ସେହି କାର୍ଯ୍ୟାଳୟକୁ ସାନିଟାଇଜ କରାଯାଇଛି
Read more



