ଜିଲ୍ଲାରେ ୧୯ହଜାର ୨୫୨ଜଣ ମାଟ୍ରିକ ପରୀକ୍ଷାର୍ଥୀ ୧୦୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ ପରିକ୍ଷା ନିମନ୍ତେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।
Read more


