ଜିଲ୍ଲାର ୨ ରାଜ୍ୟ ସ୍ତରୀୟ ପ୍ରତିଭାଙ୍କୁ ଜିଲ୍ଲାପାଳ ସମ୍ବର୍ଦ୍ଧିତ କଲେ

କେନ୍ଦ୍ରାପଡା,(ଯୁଗାବ୍ଦ ନ୍ୟୁଜ୍‌): ଜିଲ୍ଲାପାଳ ସମର୍ଥ ବର୍ମା ମଙ୍ଗଳବାର ସନ୍ଧ୍ୟାରେ ଏହି ଜିଲ୍ଲାର ୨ଜଣ ଛାତ୍ରଛାତ୍ରୀ ରାଜ୍ୟ ସ୍ତରୀୟ ପ୍ରତିଯୋଗୀତାରେ ସଫଳତା ଆଣିଥିବାରୁ ସେମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।

Read more

Advertisement

ଏବେ ଏବେ