ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ପାଇଁ ଜିଲ୍ଲା ଶିକ୍ଷାଅଧିକାରୀଙ୍କ ପ୍ରସ୍ତୁତି ବୈଠକ
ସାନଖେମୁଣ୍ଡି,(ପଦ୍ମଲୋଚନ ପାଣିଗ୍ରାହୀ):ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପାଟପୁର ଷ୍ଟାଡିୟମ୍ ପରିସରରେ ଗଞ୍ଜାମ ଜିଲ୍ଲାସ୍ତରୀୟ କ୍ରୀଡା ଏବଂ ଯୋଗାସନ ପ୍ରତିଯୋଗିତା ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି
Read more


