ଜିଲ୍ଲା ଓକିଲ ସଙ୍ଘରେ ନିର୍ବାଚନ ପ୍ରଚାର କଲେ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା ଓକିଲ ସଙ୍ଘ କାର୍ଯ୍ୟାଳୟରେ ଆଇନଜୀବୀମାନଙ୍କୁ ଭେଟି ଆଜି ନିର୍ବାଚନ ପ୍ରଚାର କରିଛନ୍ତି ବିଜୁ ଜନତାଦଳର କେନ୍ଦ୍ରାପଡା ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି
Read more


