ଜିଲ୍ଲା କଂଗ୍ରେସ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ ଦିବସ ପାଳନ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ପକ୍ଷରୁ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ
Read more