ଜିଲ୍ଲା କଂଗ୍ରେସ ପକ୍ଷରୁ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଜୀଙ୍କ ଜୟନ୍ତୀଙ୍କ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ଭବନରେ ଜାତିରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି

Read more

Advertisement

ଏବେ ଏବେ