ଜିଲ୍ଲା ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଗଣଆନ୍ଦୋଳନ ନିମନ୍ତେ ଶକ୍ତିପ୍ରଦର୍ଶନ ସହିତ ଶାନ୍ତିପୂର୍ଣ ବିକ୍ଷୋଭ ଏବଂ ବିଶାଳ ପଦଯାତ୍ରାରେ ସାମିଲ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ତରଫରୁ ସମଗ୍ର ରାଜ୍ୟରେ ରାଜ୍ୟସରକାରଙ୍କ ଅଧୀନରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଗ୍ରୁପ
Read more


